Biblia Todo Logo
Bib sou entènèt

- Piblisite -




ମାଥିଉ 8:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେଥିରେ ସେ ତାହାଙ୍କର ହସ୍ତ ସ୍ପର୍ଶ କଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ଉଠି ତାହାଙ୍କର ସେବା କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେଥିରେ ସେ ତାହାଙ୍କ ହସ୍ତ ସ୍ପର୍ଶ କଲେ, ଆଉ ତାହାଙ୍କୁ ଜ୍ଵର ଛାଡ଼ିଗଲା, ପୁଣି ସେ ଉଠି ତାହାଙ୍କର ସେବା କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

15 ସେଥିରେ ସେ ତାହାଙ୍କର ହସ୍ତ ସ୍ପର୍ଶ କଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ଉଠି ତାହାଙ୍କର ସେବା କରିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଯୀଶୁ ତାଙ୍କ ହାତକୁ ସ୍ପର୍ଶ କରିବା ମାତ୍ରେ ଜ୍ୱର ଛାଡ଼ିଗଲା ଓ ସେ ଉଠିପଡ଼ି ଯୀଶୁଙ୍କର ସେବା କରିବାକୁ ଲଶଗିଲେ।

Gade chapit la Kopi

ପବିତ୍ର ବାଇବଲ

15 ଯୀଶୁ ତାହାଙ୍କୁ ଛୁଇଁଦେଲେ, ଓ ତାହାଙ୍କର ଜ୍ୱର ଛାଡ଼ିଗଲା। ତା'ପରେ ସେ ଉଠି ଯୀଶୁଙ୍କ ସେବା କରିବାକୁ ଲାଗିଲେ।

Gade chapit la Kopi




ମାଥିଉ 8:15
15 Referans Kwoze  

ସେସମୟରେ ଲୋକମାନେ ଜଣେ ମନୁଷ୍ୟକୁ କବର ଦେବା ବେଳେ ଏପରି ଘଟିଲା ଯେ, ଦେଖ, ସେମାନେ ଏକ ଲୁଟକାରୀ ଦଳକୁ ଦୂରରୁ ଦେଖିଲେ। ତହିଁରେ ସେମାନେ ସେହି ମନୁଷ୍ୟକୁ ଇଲୀଶାୟଙ୍କର କବରରେ ପକାଇ ଦିଅନ୍ତେ, ସେ ମନୁଷ୍ୟ ଇଲୀଶାୟଙ୍କର ଅସ୍ଥି ସ୍ପର୍ଶ କରିବା ମାତ୍ରେ ସଜୀବ ହୋଇ ଆପଣା ଚରଣରେ ଠିଆ ହେଲା।


ମାତ୍ର ସେ ତାହାର ହାତ ଧରି ଡାକି କହିଲେ, “ଆଗୋ ବାଳିକା, ଉଠ।”


ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।”


ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ।


ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ।


ସେଥିରେ ସେ ସେମାନଙ୍କର ଚକ୍ଷୁ ସ୍ପର୍ଶ କରି କହିଲେ, “ତୁମ୍ଭମାନଙ୍କ ବିଶ୍ୱାସ ଅନୁସାରେ ତୁମ୍ଭମାନଙ୍କ ପ୍ରତି ଘଟୁ।”


ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,


ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା।


ପୁଣି, ସେ ତଦ୍ଦ୍ୱାରା ମୋର ମୁଖ ସ୍ପର୍ଶ କରି କହିଲେ, “ଦେଖ, ଏହା ତୁମ୍ଭ ଓଷ୍ଠାଧରକୁ ସ୍ପର୍ଶ କରିଅଛି; ଏଣୁ ତୁମ୍ଭର ଅପରାଧ ଦୂରୀକୃତ ହେଲା ଓ ତୁମ୍ଭର ପାପ ମୋଚନ ହେଲା।”


ପରେ ଯୀଶୁ ପିତରଙ୍କ ଘରକୁ ଆସି ତାହାଙ୍କ ଶାଶୁଙ୍କୁ ଜ୍ୱରରେ ଶଯ୍ୟାଗତା ଥିବା ଦେଖିଲେ;


ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,


ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଆନ୍ଦ୍ରିୟଙ୍କ ଗୃହକୁ ଗଲେ।


Swiv nou:

Piblisite


Piblisite