ମାଥିଉ 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯୀଶୁ କଫର୍ନାହୂମ ନଗରରେ ପ୍ରବେଶ କରନ୍ତେ ଜଣେ ଶତ-ସେନାପତି ତାହାଙ୍କ ପାଖକୁ ଆସି ବିନତି କରି କହିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)5 ଯୀଶୁ କଫର୍ନାହୂମରେ ପ୍ରବେଶ କରନ୍ତେ, ଜଣେ ଶତସେନାପତି ତାହାଙ୍କ ନିକଟକୁ ଆସି ବିନତି କରି କହିଲେ, Gade chapit laଓଡିଆ ବାଇବେଲ5 ଯୀଶୁ କଫର୍ନାହୂମରେ ପ୍ରବେଶ କରନ୍ତେ ଜଣେ ଶତସେନାପତି ତାହାଙ୍କ ପାଖକୁ ଆସି ବିନତି କରି କହିଲେ, Gade chapit laପବିତ୍ର ବାଇବଲ (CL) NT (BSI)5 ଯୀଶୁ କର୍ପର୍ନାହୂମ ସହରରେ ପ୍ରବେଶ କରିବା ମାତ୍ର ଜଣେ ରୋମୀୟ ସେନାପତି ତାଙ୍କୁ ଭେଟି ଅନୁନୟ କରି କହିଲା, Gade chapit laପବିତ୍ର ବାଇବଲ5 ତା'ପରେ ଯୀଶୁ କଫର୍ନାହୂମକୁ ଗଲେ। ନଗର ଭିତରେ ପ୍ରବେଶ କଲାବେଳେ ଜଣେ ରୋମୀୟ ସେନାପତି ତାହାଙ୍କ ପାଖକୁ ଆସିଲେ। Gade chapit la |