Biblia Todo Logo
Bib sou entènèt

- Piblisite -




ମାଥିଉ 9:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ।

Gade chapit la Kopi

ଓଡିଆ ବାଇବେଲ

1 ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯୀଶୁ ଡଙ୍ଗାରେ ବସି ହ୍ରଦ ଆରପାରରେ ଥିବା ନିଜ ସହରକୁ ଫେରିଗଲେ।

Gade chapit la Kopi

ପବିତ୍ର ବାଇବଲ

1 ଯୀଶୁ ନୌକାରେ ବସି ହ୍ରଦର ଆର ପଟେ ଥିବା ନିଜ ନଗରକୁ ଫେରିଗଲେ।

Gade chapit la Kopi




ମାଥିଉ 9:1
8 Referans Kwoze  

ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,


ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚାରିପାଖରେ ଥିବା ସମସ୍ତ ଲୋକ ସେମାନଙ୍କଠାରୁ ଯିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟନ୍ତ ଭୟଗ୍ରସ୍ତ ହୋଇଥିଲେ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ଫେରିଆସିଲେ।


ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକୁ ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ।


ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକୁ ଯିବା ପାଇଁ ଆଜ୍ଞା ଦେଲେ।


ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳି ଦେବେ ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିଦେବେ।


ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି, ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର ସେ ଆହୁରି ପବିତ୍ର ହେଉ।


ସେ ନୌକାରେ ଚଢ଼ନ୍ତେ ତାହାଙ୍କର ଶିଷ୍ୟମାନେ ତାହାଙ୍କ ପଛେ ପଛେ ଗଲେ।


ଯୀଶୁ ଫେରିଆସନ୍ତେ ଲୋକସମୂହ ତାହାଙ୍କୁ ଆନନ୍ଦରେ ଗ୍ରହଣ କଲେ, କାରଣ ସମସ୍ତେ ତାହାଙ୍କ ଅପେକ୍ଷାରେ ଥିଲେ।


Swiv nou:

Piblisite


Piblisite