Biblia Todo Logo
Bib sou entènèt

- Piblisite -




ମାଥିଉ 9:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ, କାରଣ ସେହି ତାଳି ଲୁଗାରୁ ବେଶୀ ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ, କାରଣ ସେହି ତାଳି ଲୁଗାରୁ ବେଶୀ ଛିଣ୍ତାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ।

Gade chapit la Kopi

ଓଡିଆ ବାଇବେଲ

16 କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ, କାରଣ ସେହି ତାଳି ଲୁଗାରୁ ବେଶୀ ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 “କେହି ପୁରୁଣା ପୋଷାକରେ ନୂଆ କନାର ତାଳି ପକାଏ ନାହିଁ। କାରଣ ନୂଆ କନାର ତାଳି ସୁଙ୍କଚିତ ହୋଇ ଛିଣ୍ଡା ଜାଗାଟିକୁ ଅଧିକ ଚିରି ପକାଇବ।

Gade chapit la Kopi

ପବିତ୍ର ବାଇବଲ

16 “କେହି କେବେ ପୁରୁଣା ଲୁଗା କଣାରେ ନୂଆ କନାର ତାଳି ପକାଏ ନାହିଁ, କାରଣ ନୂଆ କନା ଧୋଇବା ପୂର୍ବରୁ ଯାକି ହୋଇ ନ ଥାଏ। ନୂଆ କନାର ତାଳି ପକାଇ ଦେଲେ ତାହା ଯାକି ହେବା ବେଳକୁ ପୁରୁଣା ଲୁଗାକୁ ଗ୍ଭରିପଟୁ ଟାଣିଦେବ ଓ କଣାଟି ଆହୁରି ଅଧିକ ବଡ଼ ହୋଇଯିବ।

Gade chapit la Kopi




ମାଥିଉ 9:16
11 Referans Kwoze  

ମୋହର ତୁମ୍ଭମାନଙ୍କୁ ଆହୁରି ଅନେକ କଥା କହିବାର ଅଛି, ମାତ୍ର ତୁମ୍ଭେମାନେ ଏବେ ସେହିସବୁ ସହି ପାର ନାହିଁ।


ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ।


କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।


ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।


ଏଣୁ ନିବେଦନ କରୁଅଛି, ମୋହର ପ୍ରଭୁ ଆପଣା ଦାସର ଆଗେ ଆଗେ ଗମନ କରନ୍ତୁ; ସେୟୀର ପ୍ରଦେଶରେ ମୋʼ ପ୍ରଭୁଙ୍କ ନିକଟରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ମୁଁ ପଶୁଗଣର ଗମନ ଶକ୍ତି ଅନୁସାରେ ଓ ବାଳକଗଣର ଗମନ ଶକ୍ତି ଅନୁସାରେ ଧୀରେ ଧୀରେ ଚଳାଇ ନେବି।”


ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରିପାରନ୍ତି? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ।


ଆଉ ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି, ଉଭୟ ରକ୍ଷା ପାଏ।”


କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶି ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ଚିରା ହୁଏ।


କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ୱାରା ମଧ୍ୟ ଈଶ୍ବରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି,


ପୁଣି, ସେ ସେମାନଙ୍କୁ ଏକ ଦୃଷ୍ଟାନ୍ତ ମଧ୍ୟ କହିଲେ, “କେହି ନୂଆ ଲୁଗାରୁ ତାଳି ଛିଣ୍ଡାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ଡିକ ଚିରିଦେବ, ପୁଣି, ନୂଆ ଲୁଗାର ତାଳିଟି ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ।


Swiv nou:

Piblisite


Piblisite