Biblia Todo Logo
Bib sou entènèt

- Piblisite -




ମାଥିଉ 9:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ ସେ ମନେ ମନେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କାରଣ ସେ ମନେ ମନେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି।

Gade chapit la Kopi

ଓଡିଆ ବାଇବେଲ

21 କାରଣ ସେ ମନେ ମନେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ସେ ମନେ ମନେ ଭାବିଲା, “କେବଳ ତାଙ୍କର ପୋଷାକକୁ ଥରେ ଛୁଇଁ ପାରିଲେ, ମଁ ସଚସ୍ଥ ହୋଇଯିବି।”

Gade chapit la Kopi

ପବିତ୍ର ବାଇବଲ

21 ଏହା କଲାବେଳେ ସେ ମନେ ମନେ ଭାବୁଥିଲା, “ମୁଁ ତାହାଙ୍କ ବସ୍ତ୍ର ଟିକିଏ ଛୁଇଁଦେଲେ ସୁସ୍ଥ ହୋଇଯିବି।”

Gade chapit la Kopi




ମାଥିଉ 9:21
6 Referans Kwoze  

ଏପରିକି ତାହାଙ୍କ ଦେହରୁ ରୁମାଲ କିମ୍ବା ଗାମୁଛା ରୋଗୀମାନଙ୍କ ନିକଟକୁ ଅଣା ଯାଆନ୍ତେ ସେମାନଙ୍କଠାରୁ ରୋଗ ଛାଡ଼ିଯାଉଥିଲା ଓ ମନ୍ଦ-ଆତ୍ମାଗୁଡ଼ାକ ବାହାରିଯାଉଥିଲେ।


ଆଉ, ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ।


କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।


ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା।


Swiv nou:

Piblisite


Piblisite