Biblia Todo Logo
Bib sou entènèt

- Piblisite -




ମାଥିଉ 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ?

Gade chapit la Kopi

ଓଡିଆ ବାଇବେଲ

4 ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେମାନେ ମନ କଥାଜାଣି ଯୀଶୁ କହିଲେ, “ତୁମେ କାହିଁକି ଏପରି ଦୁଶ୍ଚିନ୍ତା କରୁଛି।”

Gade chapit la Kopi

ପବିତ୍ର ବାଇବଲ

4 ସେମାନେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, “ତୁମ୍ଭମୋନେ ମନ ଭିତରେ ମନ୍ଦ ଭାବନା କାହିଁକି ଆଣୁଛ?

Gade chapit la Kopi




ମାଥିଉ 9:4
24 Referans Kwoze  

କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, “ଉଠ, ମଝିରେ ଠିଆ ହୁଅ।” ପୁଣି, ସେ ଉଠି ଠିଆ ହେଲା।


କିନ୍ତୁ ସେ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, “ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ଧ୍ୱଂସ ହୋଇ ଯାଏ; ପୁଣି, ଯେକୌଣସି ନଗରରେ କିମ୍ବା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ।


ପୁଣି, ଆମ୍ଭେ ତାହାର ଅନୁଗମନକାରୀମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।


ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି, କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଈଶ୍ବରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ୱାରା ବିଶ୍ୱାସ କରୁଅଛୁ।


କିନ୍ତୁ ସେ ସେମାନଙ୍କ ମନର ଭାବ ଜାଣି ସେମାନଙ୍କୁ କହିଲେ, “ଯେକୌଣସି ରାଜ୍ୟ ଭାଗ ଭାଗ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇ ଯାଏ, ପୁଣି, ଗୃହ ଗୃହ ଉପରେ ପଡ଼େ।


ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ।


ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।


ସେଥିରେ ପିତର ତାହାକୁ କହିଲେ, ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଅଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ।


ସେମାନେ ତାହାଙ୍କୁ ପଚାରିବାକୁ ଇଚ୍ଛା କରୁଅଛନ୍ତି ବୋଲି ବୁଝି ଯୀଶୁ ସେମାନଙ୍କୁ କହିଲେ, “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ‘ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ, ମୁଁ ଏହି ଯେଉଁ କଥା କହିଲି, ସେ ବିଷୟ ଘେନି ତୁମ୍ଭେମାନେ କଅଣ ପରସ୍ପର ବାଦାନୁବାଦ କରୁଅଛ?’


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ବିଶ୍ୱାସ କରୁ ନାହାନ୍ତି।” କାରଣ ଯେଉଁମାନେ ବିଶ୍ୱାସ କରୁ ନ ଥିଲେ ଏବଂ କିଏ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ତାହା ଯୀଶୁ ଆଦ୍ୟରୁ ଜାଣିଥିଲେ।


କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, “ଏହା କଅଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି?


ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।


କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ?


ଆମ୍ଭେମାନେ ଦେବା କି ନାହିଁ? କିନ୍ତୁ ଯୀଶୁ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, “କାହିଁକି ମୋତେ ପରୀକ୍ଷା କରୁଅଛ? ଗୋଟିଏ ମୁଦ୍ରା ମୋʼ ପାଖକୁ ଆଣ, ମୁଁ ତାହା ଦେଖେ।”


ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ?


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଶିମୋନ, ତୁମ୍ଭକୁ ମୋହର କିଛି କହିବାର ଅଛି।” ସେ କହିଲେ, ଗୁରୁ, କୁହନ୍ତୁ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ;


Swiv nou:

Piblisite


Piblisite