ମୀଖା 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯିହୁଦା ଦେଶୀୟ ଯୋଥମ୍, ଆହସ୍ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଯିହୁଦା ଦେଶୀୟ ଯୋଥମ୍, ଆହସ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ। Gade chapit laଓଡିଆ ବାଇବେଲ1 ଯିହୁଦା ଦେଶୀୟ ଯୋଥମ୍, ଆହସ୍ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ। Gade chapit laପବିତ୍ର ବାଇବଲ1 ସଦାପ୍ରଭୁଙ୍କ ବାଣୀ ମୀଖାଙ୍କ ନିକଟକୁ ଆସିଥିଲା। ଯୋଥମ୍, ଆହସ ଓ ହିଜକିୟ ରାଜାମାନଙ୍କ ସମୟରେ ଏହି ବାଣୀ ଆସିଥିଲା। ଏମାନେ ସବୁ ଯିହୁଦାର ରାଜା ଥିଲେ ଓ ମୀଖା ଥିଲେ ମୋରେଷ୍ଟୀୟ। ସେ ଶମରିୟା ଓ ଯିରୁଶାଲମ ବିଷୟରେ ଏହି ଦର୍ଶନ ଲାଭ କଲେ। Gade chapit la |