ମୀଖା 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଗାଥ୍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଗାଥ୍ ନଗରରେ ଏ କଥା ଜଣାଅ ନାହିଁ, କିଛି ହିଁ ରୋଦନ କର ନାହିଁ; ବୈଥ୍-ଲି-ଅଫ୍ରାରେ ଆମ୍ଭେ ଧୂଳିରେ ଗଡ଼ିଅଛୁ। Gade chapit laଓଡିଆ ବାଇବେଲ10 ଗାଥ୍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ। Gade chapit laପବିତ୍ର ବାଇବଲ10 ଗାଥ୍ ନଗରରେ ଏହା ଜଣାଅ ନାହିଁ। ଆଦୌ ବିଳାପ କର ନାହିଁ। ବୈଥ୍-ଲି-ଅଫ୍ରାରେ ନିଜେ ଧୂଳିରେ ଗଡ଼। Gade chapit la |