ମୀଖା 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ; Gade chapit laପବିତ୍ର ବାଇବଲ (Re-edited) - (BSI)14 ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ; ଅକ୍ଷୀବର ଗୃହସକଳ ଇସ୍ରାଏଲର ରାଜଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ। Gade chapit laଓଡିଆ ବାଇବେଲ14 ଏଥିପାଇଁ ତୁମ୍ଭେ ମୋରେଷତ୍ ଗାଥ୍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ; Gade chapit laପବିତ୍ର ବାଇବଲ14 ତେଣୁ ତୁମ୍ଭେ ଗାଥ୍ରେ ମୋରେଷତ୍କୁ ବିଦାୟକାଳୀନ ଦାନ ଦେବ। ଅକ୍ଷୀବର ଗୃହଗୁଡ଼ିକ ଇସ୍ରାଏଲର ରାଜାମାନଙ୍କ ପ୍ରତି ପ୍ରବଞ୍ଚନା ତୁଲ୍ୟ ହେବ। Gade chapit la |
ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।