Biblia Todo Logo
Bib sou entènèt

- Piblisite -




ମୀଖା 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆହୁରି, ହେ ମାରେଶା ଗ୍ରାମର ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆହୁରି, ହେ ମାରେଶା ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ଗୌରବ ଅଦୁଲ୍ଲମକୁ ହିଁ ଆସିବ।

Gade chapit la Kopi

ଓଡିଆ ବାଇବେଲ

15 ଆହୁରି, ହେ ମାରେଶା ଗ୍ରାମର ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ।

Gade chapit la Kopi

ପବିତ୍ର ବାଇବଲ

15 ହେ ମାରେଶା ନିବାସୀ, ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ବ୍ୟକ୍ତିକୁ ଆଣିବି, ଯିଏ କି ତୁମ୍ଭମାନଙ୍କର ସମସ୍ତ ଅଧିକାର କରିବ। ଇସ୍ରାଏଲର ଗୌରବ ଅଦୁଲ୍ଲମକୁ ଆସିବ।

Gade chapit la Kopi




ମୀଖା 1:15
11 Referans Kwoze  

ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ଫାକୁ ପଳାଇଲେ, ପୁଣି, ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ।


କିୟୀଲା ଓ ଅକଷୀବ୍ ଓ ମାରେଶା; ଗ୍ରାମ ସମେତ ନଅ ନଗର।


ଯର୍ମୂତ ଓ ଅଦୁଲ୍ଲମ, ସୋଖୋ ଓ ଅସେକା


ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍‍କମ୍‍ କାହିଁକି ଗାଦ୍‍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?


ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?


ବେଥ୍-ସୁର, ସୋଖୋ, ଅଦୁଲ୍ଲମ,


ଲିବ୍‍ନାର ରାଜା, ଏକ; ଅଦୁଲ୍ଲମର ରାଜା, ଏକ;


ଆଉ ତିରିଶ ଜଣ ପ୍ରଧାନ ସୈନ୍ୟମାନଙ୍କ ମଧ୍ୟରୁ ତିନି ଜଣ ଶସ୍ୟଚ୍ଛେଦନ ସମୟରେ ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଆସିଥିଲେ; ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳଭୂମିରେ ଛାଉଣି ସ୍ଥାପନ କରିଥିଲେ।


ସେହି ସମୟରେ ଯିହୁଦା ଆପଣା ଭ୍ରାତୃଗଣ ନିକଟରୁ ଅଦୁଲ୍ଲମୀୟ ହୀରା ନାମକ ଜଣେ ଲୋକ ନିକଟକୁ ଗଲା।


Swiv nou:

Piblisite


Piblisite