ମୀଖା 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଯେବେ କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ। Gade chapit laଓଡିଆ ବାଇବେଲ11 ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ। Gade chapit laପବିତ୍ର ବାଇବଲ11 ଯଦି କିଏ ଜଣେ ମିଥ୍ୟା ପ୍ରଗ୍ଭର କରେ ତେବେ ଲୋକମାନେ ତାକୁ ଗ୍ରହଣ କରିବେ। ଯଦି ସେ ଆସି କହେ, “ଭବିଷ୍ୟତରେ ପ୍ରଚୁର ଦ୍ରାକ୍ଷାରସ ଓ କଡ଼ା ସୁରା ମିଳିବ” ତେବେ ଏହି ଲୋକମାନେ ମିଥ୍ୟା ଭବିଷ୍ୟଦ୍ବାଣୀକୁ ଗ୍ରହଣ କରିବେ। Gade chapit la |
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।