ମୀଖା 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲି ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲିବାକୁ ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ। Gade chapit laଓଡିଆ ବାଇବେଲ3 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଏହି ଗୋଷ୍ଠୀ ବିରୁଦ୍ଧରେ ଅମଙ୍ଗଳ କଳ୍ପନା କରୁଅଛୁ, ତହିଁରୁ ତୁମ୍ଭେମାନେ ଆପଣା ଆପଣା ବେକ କାଢ଼ି ନେବାକୁ କିଅବା ଗର୍ବ କରି ଚାଲି ପାରିବ ନାହିଁ; କାରଣ ତାହା ଦୁଃସମୟ ଅଟେ। Gade chapit laପବିତ୍ର ବାଇବଲ3 ଏଥିପାଇଁ ସଦାପ୍ରଭୁ କୁହନ୍ତି, “ଦେଖ, ଏହି ପରିବାର ବିରୁଦ୍ଧରେ ମୁଁ ଅମଙ୍ଗଳ ଚିନ୍ତା କରୁଛି। ତୁମ୍ଭେମାନେ ନିଜକୁ ରକ୍ଷା କରିବାକୁ ସମର୍ଥ ହେବ ନାହିଁ। ତୁମ୍ଭେମାନେ ଗର୍ବର ସହିତ ବହୁ ଦୂର ଗ୍ଭଲିଯାଇପାରିବ ନାହିଁ। କାରଣ, ଦୁଃସମୟ ଆସୁଅଛି। Gade chapit la |
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।