ମୀଖା 2:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି? ଏହିସବୁ କି ତାହାଙ୍କର କର୍ମ? ଏହା କୁହାଯିବ? ଯେଉଁ ଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ? Gade chapit laପବିତ୍ର ବାଇବଲ (Re-edited) - (BSI)7 ହେ ଯାକୁବ-ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି? ଏହିସବୁ କି ତାହାଙ୍କର କର୍ମ? କି ଏହା କୁହାଯିବ? ଯେଉଁଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ? Gade chapit laଓଡିଆ ବାଇବେଲ7 ହେ ଯାକୁବର ବଂଶ, ସଦାପ୍ରଭୁଙ୍କର ଆତ୍ମା କି ସଙ୍କୁଚିତ ହୋଇଅଛି ? ଏହିସବୁ କି ତାହାଙ୍କର କର୍ମ ? ଏହା କୁହାଯିବ ? ଯେଉଁ ଜନ ସରଳ ଆଚରଣ କରେ, ଆମ୍ଭର ବାକ୍ୟସକଳ କି ତାହାର ମଙ୍ଗଳ ନ କରେ ? Gade chapit laପବିତ୍ର ବାଇବଲ7 ହେ ଯାକୁବ ବଂଶ, ଆମ୍ଭେ ଏହିସବୁ ନିଶ୍ଚୟ କହିବା। କାରଣ ତୁମ୍ଭେମାନେ ଯେଉଁ ମନ୍ଦକାର୍ଯ୍ୟ କରିଛ, ସେଥିପାଇଁ ସଦାପ୍ରଭୁ ତାଙ୍କର ଧୈର୍ଯ୍ୟ ହରାଇଛନ୍ତି। ତୁମ୍ଭେ ଯଦି ଉଚିତ୍ କର୍ମ କରିବ, ଆମ୍ଭର ବାକ୍ୟ ତୁମ୍ଭ ପାଇଁ ମଙ୍ଗଳକର ହେବ। Gade chapit la |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।