Biblia Todo Logo
Bib sou entènèt

- Piblisite -




ମୀଖା 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚିନ୍ତ ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚି; ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ।

Gade chapit la Kopi

ଓଡିଆ ବାଇବେଲ

8 ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚିନ୍ତ ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ।

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ ତୁମ୍ଭେମାନେ ଆମ୍ଭର ଲୋକମାନଙ୍କ ପ୍ରତି ଶତ୍ରୁ ତୁଲ୍ୟ ହୋଇଛ। ପଥଗ୍ଭରୀମାନଙ୍କର ଉତ୍ତରୀୟ ବସ୍ତ୍ର ତୁମ୍ଭେମାନେ ଛଡ଼ାଇ ନେଇଛ। ସେହି ଲୋକମାନେ ନିରାପଦ ବୋଲି ଚିନ୍ତା କରନ୍ତି। କିନ୍ତୁ ତୁମ୍ଭେମାନେ ଯୁଦ୍ଧ ବନ୍ଦୀ ସଦୃଶ ସେମାନଙ୍କଠାରୁ ସମସ୍ତ ଛଡ଼ାଇ ନିଅ।

Gade chapit la Kopi




ମୀଖା 2:8
10 Referans Kwoze  

ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର ପ୍ରତିକୂଳ ହେବେ, ପୁଣି, ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି।


ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ?”


ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ।


ମାତ୍ର ତୁମ୍ଭେମାନେ ସତ୍କର୍ମ ଘୃଣା କରି ଦୁଷ୍କର୍ମ ଭଲ ପାଉଅଛ; ତୁମ୍ଭେମାନେ ଲୋକମାନଙ୍କ ଶରୀରରୁ ସେମାନଙ୍କର ଚର୍ମ ଓ ସେମାନଙ୍କ ଅସ୍ଥିରୁ ସେମାନଙ୍କର ମାଂସ ଛଡ଼ାଇ ନେଉଅଛ;


ମଧ୍ୟ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ମାଂସ ଖାଉଅଛ ଓ ସେମାନଙ୍କର ଚର୍ମ ଛଡ଼ାଇ ସେମାନଙ୍କର ଅସ୍ଥିସବୁ ଭାଙ୍ଗୁଅଛ; ହଁ, ଯେପରି ହାଣ୍ଡି ଓ ହଣ୍ଡା ପାଇଁ ମାଂସ ଖଣ୍ଡ ଖଣ୍ଡ କରନ୍ତି, ସେହିପରି ସେମାନଙ୍କୁ ଖଣ୍ଡ ଖଣ୍ଡ କରି ପକାଉଅଛ।


ଧାର୍ମିକ ଲୋକ ପୃଥିବୀରୁ ଉଚ୍ଛିନ୍ନ ହୋଇଅଛି ଓ ମନୁଷ୍ୟମାନଙ୍କ ମଧ୍ୟରେ ସରଳ ଲୋକ କେହି ନାହିଁ; ସେମାନେ ସମସ୍ତେ ରକ୍ତପାତ କରିବାକୁ ଛକି ବସନ୍ତି; ପ୍ରତ୍ୟେକ ଲୋକ ଆପଣା ଆପଣା ଭ୍ରାତାକୁ ଜାଲରେ ଧରିବାକୁ ଚେଷ୍ଟା କରଇ।


ଯାହା ମନ୍ଦ, ତାହା ଯତ୍ନପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।


Swiv nou:

Piblisite


Piblisite