ମୀଖା 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ। Gade chapit laଓଡିଆ ବାଇବେଲ9 ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ। Gade chapit laପବିତ୍ର ବାଇବଲ9 ଆମ୍ଭ ଲୋକମାନଙ୍କର ନାରୀଗଣଙ୍କୁ ସେମାନଙ୍କର ରମଣୀୟ ଗୃହଗୁଡ଼ିକର ତୁମ୍ଭେ ଅପହରଣ କରିଛ। ଆଉ ମଧ୍ୟ ତୁମ୍ଭେ ସେମାନଙ୍କର ଛୋଟ ସନ୍ତାନମାନଙ୍କଠାରୁ ମୋର ଗୌରବ ଚିରଦିନ ପାଇଁ କାଢ଼ି ନେଇଛ। Gade chapit la |
ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’