ମୀଖା 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ। Gade chapit laଓଡିଆ ବାଇବେଲ12 ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ। Gade chapit laପବିତ୍ର ବାଇବଲ12 ହେ ପ୍ରାଚୀନଗଣ, ତୁମ୍ଭମାନଙ୍କ ପାଇଁ ସିୟୋନ ଧ୍ୱଂସ ହେବ। ଏହା ଗ୍ଭଷ ଭୂମିରେ ପରିଣତ ହେବ। ଯିରୁଶାଲମ ମଧ୍ୟ ପ୍ରସ୍ତର ସ୍ତୁପରେ ପରିଣତ ହେବ। ମନ୍ଦିରର ପର୍ବତ ଶୂନ୍ୟ ପାହାଡ଼ ହୋଇ ବଣବୁଦାରେ ଆବୃତ ହେବ। Gade chapit la |
ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”