ମୀଖା 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍ବିଗ୍ନ ହେବେ; ହଁ, ସେମାନେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍ବିଗ୍ନ ହେବେ; ହଁ, ସେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଢାମ୍ପିବେ; କାରଣ ପରମେଶ୍ଵରଙ୍କଠାରୁ କୌଣସି ଉତ୍ତର ନାହିଁ। Gade chapit laଓଡିଆ ବାଇବେଲ7 ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍ବିଗ୍ନ ହେବେ; ହଁ, ସେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ। Gade chapit laପବିତ୍ର ବାଇବଲ7 ଆଉ ସେହି ଦର୍ଶକମାନେ ଲଜ୍ଜିତ ହେବେ ଏବଂ ମନ୍ତ୍ରଜ୍ଞମାନେ ଉଦ୍ବିଗ୍ନ ହେବେ। ସେମାନେ କିଛି କହି ପାରିବେ ନାହିଁ କାରଣ ପରମେଶ୍ୱର ତାଙ୍କୁ କୌଣସି ଉତ୍ତର ଦେବେ ନାହିଁ।” Gade chapit la |
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ?” ତହୁଁ ଶାଉଲ ଉତ୍ତର ଦେଲେ, “ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।”