ମୀଖା 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)9 ହେ ଯାକୁବ-ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ। Gade chapit laଓଡିଆ ବାଇବେଲ9 ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ। Gade chapit laପବିତ୍ର ବାଇବଲ9 ହେ ଯାକୁବର ବୃଦ୍ଧଗଣ ଓ ଇସ୍ରାଏଲର ଶାସକଗଣ ମୋ’ କଥା ଶୁଣ! ତୁମ୍ଭେମାନେ ନ୍ୟାୟ ବିଗ୍ଭର ଚଳଣିକୁ ଘୃଣା କରୁଛ। ଯାହାସବୁ ନ୍ୟାୟ ଓ ଯଥାର୍ଥ ତୁମ୍ଭେମାନେ ସେ ସମସ୍ତକୁ ମିଥ୍ୟା କରୁଛ। Gade chapit la |