ମୀଖା 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। Gade chapit laଓଡିଆ ବାଇବେଲ1 ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ। Gade chapit laପବିତ୍ର ବାଇବଲ1 ଭବିଷ୍ୟତରେ ସଦାପ୍ରଭୁଙ୍କ ଗୃହ, ପର୍ବତର ଉଚ୍ଚତମ ପର୍ବତ ଶିଖର ଉପରେ ସ୍ଥାପିତ ହେବ। ଏହା ସମସ୍ତ ପର୍ବତଗୁଡ଼ିକ ଅପେକ୍ଷା ଉଚ୍ଚତର ହେବ। ଲଗାତାର ଗୋଷ୍ଠୀଗଣ ସ୍ରୋତ ପରି ସେଠାକୁ ଯାଉଥିବେ। Gade chapit la |
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।