Biblia Todo Logo
Bib sou entènèt

- Piblisite -




ମୀଖା 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପଙ୍ଗୁକୁ ସଂଗ୍ରହ କରିବା, ପୁଣି ଯେ ତାଡ଼ିତ ହୋଇଅଛି ଓ ଯାହାକୁ ଆମ୍ଭେ କ୍ଳେଶ ଦେଇଅଛୁ, ତାହାକୁ ଏକତ୍ର କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ପଙ୍ଗୁକୁ ସଂଗ୍ରହ କରିବା, ପୁଣି ଯେ ତାଡ଼ିତ ହୋଇଅଛି ଓ ଯାହାକୁ ଆମ୍ଭେ କ୍ଳେଶ ଦେଇଅଛୁ, ତାହାକୁ ଏକତ୍ର କରିବା।

Gade chapit la Kopi

ଓଡିଆ ବାଇବେଲ

6 ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପଙ୍ଗୁକୁ ସଂଗ୍ରହ କରିବା, ପୁଣି ଯେ ତାଡ଼ିତ ହୋଇଅଛି ଓ ଯାହାକୁ ଆମ୍ଭେ କ୍ଳେଶ ଦେଇଅଛୁ, ତାହାକୁ ଏକତ୍ର କରିବା।

Gade chapit la Kopi

ପବିତ୍ର ବାଇବଲ

6 ସଦାପ୍ରଭୁ କୁହନ୍ତି, “ଆଘାତପ୍ରାପ୍ତ, ପଙ୍ଗୁ, ବିତାଡ଼ିତ ଓ ଦଣ୍ତିତ ଯିରୁଶାଲମକୁ ଆମ୍ଭେ ପୁନର୍ବାର ଫେରାଇ ଆଣିବା।

Gade chapit la Kopi




ମୀଖା 4:6
16 Referans Kwoze  

ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତ ପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।


ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।


ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।”


ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି।


କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।”


ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ।


କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା।


ଦେଖ, ଆମ୍ଭେ ସେମାନଙ୍କୁ ଉତ୍ତର ଦେଶରୁ ଆଣିବା, ପୁଣି ପୃଥିବୀର ପ୍ରାନ୍ତଭାଗରୁ ସେମାନଙ୍କୁ ଓ ସେମାନଙ୍କ ସହିତ ଅନ୍ଧ ଓ ଛୋଟା, ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀକୁ ଏକତ୍ର ସଂଗ୍ରହ କରିବା; ସେମାନେ ମହାଲୋକାରଣ୍ୟ ହୋଇ ଏହି ସ୍ଥାନକୁ ଆସିବେ।


ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।


ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ ଓ ମୋହର ଦୁଃଖ ସର୍ବଦା ମୋʼ ସମ୍ମୁଖରେ ଥାଏ।


Swiv nou:

Piblisite


Piblisite