Biblia Todo Logo
Bib sou entènèt

- Piblisite -




ମୀଖା 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ୱଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ଵଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା;

Gade chapit la Kopi

ଓଡିଆ ବାଇବେଲ

10 ଆହୁରି, ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭ ଅଶ୍ୱଗଣକୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ରଥସବୁ ନଷ୍ଟ କରିବା;

Gade chapit la Kopi

ପବିତ୍ର ବାଇବଲ

10 ସଦାପ୍ରଭୁ କୁହନ୍ତି, “ସେତେବେଳେ ଆମ୍ଭେ ତୁମ୍ଭର ଘୋଡ଼ାଗୁଡ଼ିକୁ ନେଇଯିବା ଏବଂ ତୁମ୍ଭର ରଥଗୁଡ଼ିକୁ ଧ୍ୱଂସ କରିବା।

Gade chapit la Kopi




ମୀଖା 5:10
9 Referans Kwoze  

ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ।


ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ‘ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ’ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ।”


ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।”


ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।


ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ୱରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ।


ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ “ପୁନର୍ବାର ମିସରକୁ ଗମନ କରାଇବ ନାହିଁ;” କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରିଯିବ ନାହିଁ।


ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।


Swiv nou:

Piblisite


Piblisite