ମୀଖା 6:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା। Gade chapit laପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭେ ଭୋଜନ କରିବ , ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ଼୍ଗକୁ ଦେବା। Gade chapit laଓଡିଆ ବାଇବେଲ14 ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ନୋହିବ ଓ ତୁମ୍ଭ ମଧ୍ୟରେ ତୁମ୍ଭର କ୍ଷୀଣତା ରହିବ; ତୁମ୍ଭେ ସ୍ଥାନାନ୍ତର କରିବ, ମାତ୍ର ନିରାପଦରେ ବୋହି ନେଇ ପାରିବ ନାହିଁ ଓ ଯାହା ତୁମ୍ଭେ ବହି ନେବ, ତାହା ଆମ୍ଭେ ଖଡ୍ଗକୁ ଦେବା। Gade chapit laପବିତ୍ର ବାଇବଲ14 ତୁମ୍ଭେ ଭୋଜନ କରିବ ମାତ୍ର ତୃପ୍ତ ହେବ ନାହିଁ। ତୁମ୍ଭେ ତଥାପି ଭୋକିଲା ଓ ଶୂନ୍ୟ ରହିବ। ତୁମ୍ଭେ ଲୋକମାନଙ୍କୁ ନିରାପଦ ସ୍ଥାନକୁ ଆଣିବାକୁ ଚେଷ୍ଟା କରିବ ମାତ୍ର ତୁମ୍ଭ ସୁରକ୍ଷିତ ଲୋକମାନେ ଖଡ଼୍ଗରେ ନିହତ ହେବେ। Gade chapit la |
ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।