ମୀଖା 6:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ। Gade chapit laଓଡିଆ ବାଇବେଲ4 ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ। Gade chapit laପବିତ୍ର ବାଇବଲ4 ଆମ୍ଭେ କ’ଣ କରିଅଛୁ ତୁମ୍ଭମାନଙ୍କୁ କହିବା। ଆମ୍ଭେ ମୋଶା, ହାରୋଣ ଓ ମରିୟମକୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ। ମିଶରରୁ ତୁମ୍ଭମାନଙ୍କୁ ଆଣିଅଛୁ ଓ ତୁମ୍ଭମାନଙ୍କୁ ଦାସତ୍ୱରୁ ମୁକ୍ତ କରିଅଛୁ। Gade chapit la |
ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।