ମୀଖା 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା? Gade chapit laପବିତ୍ର ବାଇବଲ (Re-edited) - (BSI)6 ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଊର୍ଦ୍ଧ୍ଵସ୍ଥ ପରମେଶ୍ଵରଙ୍କ ସମ୍ମୁଖରେ ପ୍ରଣାମ କରିବା? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା? Gade chapit laଓଡିଆ ବାଇବେଲ6 ଆମ୍ଭେ କଅଣ ଘେନି ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବା ଓ ଉର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବା ? ଆମ୍ଭେ କି ହୋମବଳି ରୂପେ ଏକ ବର୍ଷୀୟ ଗୋବତ୍ସମାନ ନେଇ ତାହାଙ୍କ ସମ୍ମୁଖକୁ ଆସିବା ? Gade chapit laପବିତ୍ର ବାଇବଲ6 ଆମ୍ଭେମାନେ କ’ଣ ଆଣି ସଦାପ୍ରଭୁଙ୍କୁ ଭେଟିବା? କ’ଣ କରି ଆମ୍ଭେ ଊର୍ଦ୍ଧ୍ୱସ୍ଥ ପରମେଶ୍ୱରଙ୍କୁ ପ୍ରଣାମ କରିବା? କ’ଣ ହୋମବଳି ଓ ଏକ ବର୍ଷୀୟ ଗୋବତ୍ସ ନେଇ ଆମ୍ଭେ ସଦାପ୍ରଭୁଙ୍କୁ ଭେଟି ଦେବା? Gade chapit la |
ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।
ମାତ୍ର ନିରୂପିତ ପର୍ବମାନର ସମୟରେ ଯେତେବେଳେ ଦେଶର ଲୋକମାନେ ସଦାପ୍ରଭୁଙ୍କ ଛାମୁକୁ ଆସିବେ, ସେତେବେଳେ ଯେଉଁ ଲୋକ ପ୍ରଣାମ କରିବା ପାଇଁ ଉତ୍ତର ଦ୍ୱାରର ପଥ ଦେଇ ଭିତରକୁ ଆସେ, ସେ ଦକ୍ଷିଣ ଦ୍ୱାରର ପଥ ଦେଇ ବାହାରି ଯିବ ଓ ଯେଉଁ ଲୋକ ଦକ୍ଷିଣ ଦ୍ୱାର ଦେଇ ଭିତରେ ପ୍ରବେଶ କରେ, ସେ ଉତ୍ତର ଦ୍ୱାରର ପଥ ଦେଇ ବାହାରି ଯିବ; ସେ ଯେଉଁ ଦ୍ୱାରର ପଥ ଦେଇ ଭିତରକୁ ଆସିଲା, ସେହି ପଥ ଦେଇ ଫେରିବ ନାହିଁ, ମାତ୍ର ଆପଣା ସମ୍ମୁଖସ୍ଥ ପଥ ଦେଇ ବାହାରି ଯିବ।