ମୀଖା 7:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ। Gade chapit laଓଡିଆ ବାଇବେଲ10 ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ। Gade chapit laପବିତ୍ର ବାଇବଲ10 ମୋର ଶତ୍ରୁ କହୁଥିଲେ, “ତୁମ୍ଭର ସଦାପ୍ରଭୁ ପରମେଶ୍ୱର କେଉଁଠାରେ ଅଛନ୍ତି?” ମାତ୍ର ଯେତେବେଳେ ସେ ଏହା ଦେଖିବ ସେ ଲଜ୍ଜିତ ହେବ। ସେତେବେଳେ ମୁଁ ଶତ୍ରୁକୁ ଉପହାସ କରିବି। ଲୋକମାନେ ପଥର କାଦୁଅ ପରି ତାକୁ ଦଳିବେ। Gade chapit la |
ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”
ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”