ମୀଖା 7:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ। Gade chapit laଓଡିଆ ବାଇବେଲ12 ସେଦିନ ତୁମ୍ଭ ନିକଟକୁ ଲୋକମାନେ ଆସିବେ, ଅଶୂରରୁ ଓ ମିସରର ନଗରସମୂହରୁ ଓ ମିସରଠାରୁ ନଦୀ ପର୍ଯ୍ୟନ୍ତ ଓ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଯାବତୀୟ ପର୍ବତରୁ ଆସିବେ। Gade chapit laପବିତ୍ର ବାଇବଲ12 ତୁମ୍ଭ ଲୋକମାନେ ତୁମ୍ଭ ସ୍ଥାନକୁ ଫେରି ଆସିବେ। ସେମାନେ ଅଶୂରୀୟ ଓ ମିଶରର ନଗରମାନଙ୍କରୁ ଫେରି ଆସିବେ। ତୁମ୍ଭର ଲୋକ ମିଶର ତଥା ଫରାତ୍ ନଦୀର ଆର ପାଖରୁ ଆସିବେ। ଆଉ ମଧ୍ୟ ସେମାନେ ପଶ୍ଚିମସ୍ଥ ସମୁଦ୍ର ଓ ପୂର୍ବସ୍ଥ ପର୍ବତମାନଙ୍କରୁ ଗ୍ଭଲି ଆସିବେ। Gade chapit la |