ମୀଖା 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ। Gade chapit laଓଡିଆ ବାଇବେଲ17 ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ। Gade chapit laପବିତ୍ର ବାଇବଲ17 ସେମାନେ ସର୍ପ ପରି ଧୂଳି ଗ୍ଭଟିବେ। ସେମାନେ ଭୟରେ କମ୍ପିତ ହେବେ। ଆଉ ସେମାନେ କୀଟମାନଙ୍କ ପରି ସେମାନଙ୍କର ଗର୍ତ୍ତରୁ ବାହାରି ଗୁରୁଣ୍ତି ଗୁରୁଣ୍ତି ଗ୍ଭଲିବେ। ଶେଷରେ ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କ ନିକଟକୁ ଆସିବେ ଏବଂ ଭୟର ସହିତ ସମ୍ମାନ ଜଣାଇବେ। Gade chapit la |
ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, “ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।