ମୀଖା 7:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭ ତୁଲ୍ୟ ପରମେଶ୍ଵର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି। Gade chapit laଓଡିଆ ବାଇବେଲ18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞା-ଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି। Gade chapit laପବିତ୍ର ବାଇବଲ18 ତୁମ୍ଭ ପରି ପରମେଶ୍ୱର ଆଉ ସେଠାରେ କେହି ନାହିଁ। ତୁମ୍ଭେ ଲୋକମାନଙ୍କର ଦୋଷ କ୍ଷମା କର। ଅବଶିଷ୍ଟ ଲୋକମାନଙ୍କୁ ତୁମ୍ଭେ ମଧ୍ୟ କ୍ଷମା ଦିଅ। ତୁମ୍ଭେ ସର୍ବଦା କ୍ରୋଧିତ ହେବ ନାହିଁ କାରଣ ତୁମ୍ଭେ ସ୍ନେହ ଗ୍ଭହଁ। Gade chapit la |
ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
କାରଣ ତୁମ୍ଭେମାନେ ଯେବେ ପୁନର୍ବାର ସଦାପ୍ରଭୁଙ୍କ ପ୍ରତି ଫେରିବ, ତେବେ ତୁମ୍ଭମାନଙ୍କ ଭ୍ରାତୃଗଣ ଓ ସନ୍ତାନଗଣ ଯେଉଁମାନଙ୍କ ଦ୍ୱାରା ବନ୍ଦୀ ରୂପେ ନୀତ ହୋଇଅଛନ୍ତି, ସେମାନଙ୍କ ଦୃଷ୍ଟିରେ ଦୟାପ୍ରାପ୍ତ ହେବେ ଓ ପୁନର୍ବାର ଏହି ଦେଶକୁ ଆସିବେ; ଯେଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କୃପାମୟ ଓ ଦୟାଳୁ ଅଟନ୍ତି, ଯେବେ ତୁମ୍ଭେମାନେ ତାହାଙ୍କ ପ୍ରତି ଫେରିବ, ତେବେ ସେ ତୁମ୍ଭମାନଙ୍କଠାରୁ ଆପଣା ମୁଖ ଫେରାଇବେ ନାହିଁ।”