ମାର୍କ 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯୀଶୁ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।” Gade chapit laପବିତ୍ର ବାଇବଲ (Re-edited) - (BSI)17 ଯୀଶୁ ସେମାନଙ୍କୁ କହିଲେ, ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି। Gade chapit laଓଡିଆ ବାଇବେଲ17 ଯୀଶୁ ସେମାନଙ୍କୁ କହିଲେ, ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି । Gade chapit laପବିତ୍ର ବାଇବଲ (CL) NT (BSI)17 ଯୀଶୁ ସେମାନଙ୍କୁ ଆହ୍ୱାନ କରି କହିଲେ, “ମୋ’ ପଛେ ପଛେ ଆସ, ମୁଁ ତୁମକୁ ମନୁଷ୍ୟଧାରୀ କରିବି।” Gade chapit laପବିତ୍ର ବାଇବଲ17 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆସ ଓ ମୋତେ ଅନୁସରଣ କର। ମୁଁ ତୁମ୍ଭମାନଙ୍କୁ ଏକ ଭିନ୍ନ ପ୍ରକାରର ମାଛ ଧରିବା ଶିଖାଇବି। ତୁମ୍ଭେମାନେ ମାଛ ବଦଳରେ ମନୁଷ୍ୟଙ୍କୁ ଏକାଠି କରିବ।” Gade chapit la |