ମାର୍କ 1:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ। Gade chapit laଓଡିଆ ବାଇବେଲ19 ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ । Gade chapit laପବିତ୍ର ବାଇବଲ (CL) NT (BSI)19 ଯୀଶୁ ଆଉ କିଛି ଦୂର ଆଗକୁ ଯାଇ ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନଙ୍କୁ ଦେଖିଲେ। ସେମାନେ ଜାଲ ପକାଇବାକୁ ନିଜ ନୌକାରେ ପ୍ରସ୍ତୁତ ହେଉଥିଲେ। Gade chapit laପବିତ୍ର ବାଇବଲ19 ଯୀଶୁ ଗାଲିଲୀ ହ୍ରଦ କୂଳରେ ଗ୍ଭଲିବାକୁ ଲାଗିଲେ। କିଛି ବାଟ ଗଲା ପରେ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ଦେଖିଲେ। ସେ ଦୁଇ ଭାଇ ନୌକାରେ ବସି ମାଛ ଧରିବା ପାଇଁ ଜାଲ ସଜାଡ଼ୁଥିଲେ। Gade chapit la |