ମାର୍କ 1:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ଯୀଶୁ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। Gade chapit laଓଡିଆ ବାଇବେଲ21 ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (CL) NT (BSI)21 ଯୀଶୁ ଓ ତାଙ୍କ ଶିଷ୍ୟମାନେ କପର୍ନାହୂମ ସହରକୁ ଗଲେ ଏବଂ ପରବର୍ତ୍ତୀ ଦିନ ଯୀଶୁ ସମାଜ ଗୃହକୁ ଯାଇ ଶିକ୍ଷା ଦେଲେ। Gade chapit laପବିତ୍ର ବାଇବଲ21 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଗଲେ। ବିଶ୍ରାମ ଦିବସରେ ଯୀଶୁ ସମାଜଗୃହକୁ ଯାଇ ସେଠାରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ। Gade chapit la |