Biblia Todo Logo
Bib sou entènèt

- Piblisite -




ମାର୍କ 1:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତ ସମସ୍ତଙ୍କୁ ଆଣିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତସମସ୍ତଙ୍କୁ ଆଣିବାକୁ ଲାଗିଲେ,

Gade chapit la Kopi

ଓଡିଆ ବାଇବେଲ

32 ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତସମସ୍ତଙ୍କୁ ଆଣିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ସୂର୍ଯ୍ୟାସ୍ତ ପରେ ଲୋକମାନେ ଯୀଶୁଙ୍କ ନିକଟକୁ ରୋଗୀ ଓ ଭୂତଗ୍ରସ୍ତ ଲୋକମାନଙ୍କୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ

32 ସୂର୍ଯ୍ୟ ବୁଡ଼ି ଯିବା ପରେ, ସେହି ରାତିରେ ଲୋକମାନେ ଅନେକ ଅସୁସ୍ଥ ଲୋକଙ୍କୁ ଯୀଶୁଙ୍କ ପାଖକୁ ନେଇ ଆସିଲେ। ଯେଉଁ ଲୋକମାନଙ୍କ ଦେହ ଭିତରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା, ସେମାନଙ୍କୁ ମଧ୍ୟ ଲୋକମାନେ ଯୀଶୁଙ୍କ ପାଖକୁ ଆଣିଲେ।

Gade chapit la Kopi




ମାର୍କ 1:32
8 Referans Kwoze  

ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,


ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ।


ଆଉ, ସେ ତାହାକୁ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିପାରନ୍ତି।


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ।


ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “‘ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ।’”


ସେଥିରେ ସେ ପାଖକୁ ଯାଇ ତାହାଙ୍କ ହସ୍ତ ଧରି ତାହାଙ୍କୁ ଉଠାଇଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେମାନଙ୍କ ସେବା କରିବାକୁ ଲାଗିଲେ।


ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ବରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ। ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ।


Swiv nou:

Piblisite


Piblisite