ମାର୍କ 1:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)39 ପୁଣି, ଯୀଶୁ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ଛଡ଼ାଇଲେ। Gade chapit laଓଡିଆ ବାଇବେଲ39 ପୁଣି, ସେ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ବାହାର କଲେ। Gade chapit laପବିତ୍ର ବାଇବଲ (CL) NT (BSI)39 ତା’ପରେ ସେ ଗାଲିଲୀର ସବୁ ଅଞ୍ଚଳରେ ବୁଲି ସମାଜ ଗୃହଗୁଡ଼ିକରେ ପ୍ରଚାର କଲେ ଓ ଭୂତ ଛଡ଼ାଇଲେ। Gade chapit laପବିତ୍ର ବାଇବଲ39 ଏହିଭଳି ଭାବରେ ସେ ସମାଜଗୃହମାନଙ୍କରେ ଉପଦେଶ ଦେଇ ଓ ଲୋକଙ୍କଠାରୁ ଭୂତମାନଙ୍କୁ ତଡ଼ି ଗାଲିଲୀ ସାରା ବୁଲିଲେ। Gade chapit la |