ମାର୍କ 1:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” Gade chapit laପବିତ୍ର ବାଇବଲ (Re-edited) - (BSI)41 ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ। Gade chapit laଓଡିଆ ବାଇବେଲ41 ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । Gade chapit laପବିତ୍ର ବାଇବଲ (CL) NT (BSI)41 ଯୀଶୁ ଦୟାରେ ବିଗଳିତ ହୋଇ ହାତ ବଢ଼ାଇ ତାକୁ ସ୍ପର୍ଶ କଲେ ଓ କହିଲେ, “ମୁଁ ତାହାହିଁ ଚାହେଁ, ତୁମେ ଶୁଚି ହୁଅ।” Gade chapit laପବିତ୍ର ବାଇବଲ41 ସେହି ଲୋକଟି ଉପରେ ଯୀଶୁଙ୍କର କରୁଣା ଜାତ ହେଲା। ସେ ହାତ ବଢ଼େଇ ଲୋକଟିକୁ ଛୁଇଁଦେଲେ ଓ କହିଲେ, “ମୁଁ ତୁମ୍ଭକୁ ସୁସ୍ଥ କରିବାକୁ ଗ୍ଭହୁଁଛି, ତୁମ୍ଭେ ସୁସ୍ଥ ହୋଇଯାଅ।” Gade chapit la |