Biblia Todo Logo
Bib sou entènèt

- Piblisite -




ମାର୍କ 1:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ପୁଣି, ସେ ତାହାକୁ ଦୃଢ଼ରୂପେ ଆଜ୍ଞା ଦେଇ ସେହିକ୍ଷଣି ବିଦାୟ କରି କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ପୁଣି, ସେ ତାହାକୁ ଅତି ଦୃଢ଼ ରୂପେ ଆଜ୍ଞା ଦେଇ ସେହିକ୍ଷଣି ବିଦାୟ କରି କହିଲେ,

Gade chapit la Kopi

ଓଡିଆ ବାଇବେଲ

43 ପୁଣି, ସେ ତାହାକୁ ଦୃଢ଼ରୂପେ ଆଜ୍ଞା ଦେଇ ସେହିକ୍ଷଣି ବିଦାୟ କରି କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 ଏହାପରେ ଯୀଶୁ ତାକୁ ସତର୍କ କରାଇ କହିଲେ,

Gade chapit la Kopi

ପବିତ୍ର ବାଇବଲ

43 ଯୀଶୁ ଲୋକଟିକୁ ଗ୍ଭଲି ଯିବାକୁ କହିଲେ, କିନ୍ତୁ ତାକୁ ଚେତାବନୀ ଦେଇ କହିଲେ,

Gade chapit la Kopi




ମାର୍କ 1:43
7 Referans Kwoze  

ତହିଁରେ ସେମାନଙ୍କର ଆଖି ଫିଟିଗଲା। ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, “ଦେଖ, ଏ ବିଷୟ ଯେପରି କେହି ନ ଜାଣେ।”


ଏଥିରେ ତାହାର ପିତାମାତା ଆଚମ୍ଭିତ ହେଲେ; କିନ୍ତୁ ସେହି ଘଟଣାର କଥା କାହାକୁ ନ କହିବା ପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ।


ପୁଣି, ଏ ବିଷୟ କାହାରିକୁ ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ।


ପୁଣି, କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ।


ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ।


ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ଓ ସେ ଶୁଚି ହେଲା।


“ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି, ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହିସବୁ ଆପଣାର ଶୁଚିକ୍ରିୟା ସ୍ୱରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର।”


Swiv nou:

Piblisite


Piblisite