Biblia Todo Logo
Bib sou entènèt

- Piblisite -




ମାର୍କ 1:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 “ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି, ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହିସବୁ ଆପଣାର ଶୁଚିକ୍ରିୟା ସ୍ୱରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହିସବୁ ଆପଣାର ଶୌଚକ୍ରିୟା ସ୍ଵରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର।

Gade chapit la Kopi

ଓଡିଆ ବାଇବେଲ

44 ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି, ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହି ସବୁ ଆପଣାର ଶୁଚିକ୍ରିୟା ସ୍ୱରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 “ଶୁଣ, ଏକଥା କାହାକୁ କୁହ ନାହିଁ କିନ୍ତୁ ଧର୍ମଯାଜକଙ୍କ ନିକଟକୁ ଯାଅ। ସେ ତୁମକୁ ପରୀକ୍ଷା କରି ଦେଖନ୍ତୁ। ତା’ପରେ ତୁମେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଯାଇଛ ବୋଲି ଅନ୍ୟମାନଙ୍କ ନିକଟରେ ପ୍ରମାଣିତ କରିବା ପାଇଁ ମୋଶାଙ୍କ ନିର୍ଦ୍ଦେଶ ଅନୁଯାୟୀ ବଳି ଉତ୍ସର୍ଗ କର।” ଏହା କହି ଯୀଶୁ ତାକୁ ସଙ୍ଗେ ସଙ୍ଗେ ପଠାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ

44 “ମୁଁ ତୁମ୍ଭ ପାଇଁ ଯାହା କଲି ସେହି କଥା କାହାକୁ ହେଲେ କହିବ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଇ, ନିଜ ଦେହ ଦେଖାଅ। ତୁମ୍ଭେ ସୁସ୍ଥ ହୋଇ ଥିବାରୁ ମୋଶାଙ୍କ ଆଜ୍ଞା ଅନୁସାରେ, ପରମେଶ୍ୱରଙ୍କୁ ନୈବେଦ୍ୟ ଅର୍ପଣ କର। ତୁମ୍ଭେ ସୁସ୍ଥ ହୋଇ ଯାଇଛ ବୋଲି ଲୋକମାନଙ୍କ ଆଗରେ ପ୍ରମାଣ ରହିବ।”

Gade chapit la Kopi




ମାର୍କ 1:44
9 Referans Kwoze  

ପୁଣି, ସେ ସେମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।” ଆଉ ସେମାନେ ଯାଉ ଯାଉ ଶୁଚି ହେଲେ।


ଆଉ ଯୀଶୁ ତାହାକୁ କହିଲେ, “ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ନିଜକୁ ଯାଜକଙ୍କୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର।”


ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହିସବୁ ଲେଖାଯାଇଅଛି।


ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।


ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, “କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର।”


ପୁଣି, ସେ ତାହାକୁ ଦୃଢ଼ରୂପେ ଆଜ୍ଞା ଦେଇ ସେହିକ୍ଷଣି ବିଦାୟ କରି କହିଲେ,


ସେଥିରେ ସହସ୍ର-ସେନାପତି ସେହି ଯୁବାକୁ ବିଦାୟ ଦେଇ ତାହାକୁ ଆଦେଶ କଲେ, ତୁମ୍ଭେ ଯେ ଏହି ସମସ୍ତ କଥା ମୋତେ ଜଣାଇଅଛ, ତାହା କାହାକୁ କହିବ ନାହିଁ।


Swiv nou:

Piblisite


Piblisite