Biblia Todo Logo
Bib sou entènèt

- Piblisite -




ମାର୍କ 1:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଅାଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରିପାରିଲେ ନାହିଁ, ମାତ୍ର ବାହାରେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଆଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରି ପାରିଲେ ନାହିଁ, ମାତ୍ର ବାହାରେ ନିର୍ଜ୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

45 କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଅାଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରି ପାରିଲେ ନାହିଁ, ମାତ୍ର ବାହାରେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

45 କିନ୍ତୁ ଲୋକଟି ସେଠାରୁ ଚାଲିଯାଇ ଏହି କଥା ଚାରିଆଡ଼େ ରାଷ୍ଟ୍ର କରିଦେଲା। ସେ ଏହି ବିଷୟରେ ଏତେ କହି ବୁଲିଲା ଯେ, ଯୀଶୁ ପ୍ରକାଶ୍ୟରେ କୌଣସି ସହର ଭିତରକୁ ଯାଇ ପାରିଲେ ନାହିଁ। ତେଣୁ ସେ ନିର୍ଜନ ସ୍ଥାନମାନଙ୍କରେ ରହିଲେ; ତଥାପି ସବୁଆଡ଼ୁ ଲୋକମାନେ ତାଙ୍କ ନିକଟକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ

45 ଲୋକଟି ସେହି ସ୍ଥାନ ଛାଡ଼ି ଗ୍ଭଲିଗଲା ଓ ଯାହାକୁ ଦେଖିଲା ତାହାକୁ କହିଲା ଯେ, ଯୀଶୁ ତାହାକୁ ସୁସ୍ଥ କରି ଦେଇଛନ୍ତି। ତେଣୁ ଯୀଶୁଙ୍କ ବିଷୟରେ ଖବର ଗ୍ଭରିଆଡ଼େ ବ୍ୟାପିବାକୁ ଲାଗିଲା। ଫଳରେ ଲୋକେ କାଳେ ଦେଖି ପକାଇବେ, ତେଣୁ ଯୀଶୁ କୌଣସି ନଗର ଭିତରକୁ ଆଉ ଯାଇ ପାରିଲେ ନାହିଁ। ସେ ଲୋକେ ରହୁ ନ ଥିବା ନିଛାଟିଆ ଜାଗାମାନଙ୍କରେ ରହିବାକୁ ଲାଗିଲେ। କିନ୍ତୁ ସମସ୍ତ ନଗରରୁ ଲୋକମାନେ ଯୀଶୁ ରହୁଥିବା ସ୍ଥାନକୁ ଆସିବାକୁ ଲାଗିଲେ।

Gade chapit la Kopi




ମାର୍କ 1:45
12 Referans Kwoze  

ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।


ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ।


ଆଉ, ସେ ରୋଗୀମାନଙ୍କ ପ୍ରତି ଯେଉଁ ଯେଉଁ ଆଶ୍ଚର୍ଯ୍ୟକର୍ମ କରୁଥିଲେ, ସେହିସବୁ ଦେଖି ବହୁସଂଖ୍ୟକ ଲୋକ ତାହାଙ୍କ ପଶ୍ଚାତ୍‍ଗମନ କରିବାକୁ ଲାଗିଲେ।


ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।


ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍‌ଗମନ କଲେ; ଆଉ ଯିହୂଦିୟା ପ୍ରଦେଶ,


ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ। ଏଣୁ ଏହି କଥା ଯିହୁଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି।


କାରଣ ଅନେକେ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତ ପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି;


ପୁଣି, ଏହି କଥା ସେହି ଦେଶଯାକ ବ୍ୟାପିଗଲା।


ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରିପାରିଲେ ନାହିଁ।


ପୁଣି, ଏ ବିଷୟ କାହାରିକୁ ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ।


Swiv nou:

Piblisite


Piblisite