ମାର୍କ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ପଙ୍ଗପାଳ ଓ ବନମଧୁ ଖାଉଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଯୋହନ ଓଟଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି ପଙ୍ଗପାଳ ଓ ବନମଧୁ ଖାଉଥିଲେ। Gade chapit laଓଡିଆ ବାଇବେଲ6 ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ପଙ୍ଗପାଳ ଓ ବନମଧୁ ଖାଉଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)6 ଯୋହନ ଓଟ ଲୋମର ପୋଷାକ ପରିଧାନ କରୁଥିଲେ ଏବଂ କଟିଦେଶରେ ଚର୍ମପଟୁକା ବାନ୍ଧୁଥିଲେ। ପଙ୍ଗପାଳ ଓ ବନମଧୂ ତାଙ୍କର ଖାଦ୍ୟ ଥିଲା। ସେ ଲୋକମାନଙ୍କ ନିକଟରେ ଘୋଷଣା କରୁଥିଲେ, Gade chapit laପବିତ୍ର ବାଇବଲ6 ଯୋହନ ଓଟ ଲୋମରେ ତିଆରି ପୋଷାକ ପିନ୍ଧୁଥିଲେ ଓ ଅଣ୍ଟା ଗ୍ଭରିପଟେ ଗୋଟିଏ ଚମଡ଼ାର ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନ-ମଧୁ ତାହାଙ୍କର ଖାଦ୍ୟ ଥିଲା। Gade chapit la |