Biblia Todo Logo
Bib sou entènèt

- Piblisite -




ମାର୍କ 10:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ।

Gade chapit la Kopi

ଓଡିଆ ବାଇବେଲ

13 ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସେମାନଙ୍କ ଉପରେ ହାତ ରଖି ଆଶୀର୍ବାଦ କରିବା ପାଇଁ କେତେକ ଲୋକ ଶିଶୁମାନଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ

13 ପୁଣି ଲୋକମାନେ ଯୀଶୁଙ୍କ ପାଖକୁ ସେମାନଙ୍କର ଛୋଟ ଛୋଟ ପିଲାମାନଙ୍କୁ ଆଣିଲେ ଯେପରି ଯୀଶୁ ପିଲାମାନଙ୍କୁ ଛୁଇଁ ଦେଇ ଆଶୀର୍ବାଦ କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ୟମାନେ ଲୋକମାନଙ୍କୁ ବାରଣ କଲେ ଯେ, ସେମାନେ ସେମାନଙ୍କର ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ନ ଆଣନ୍ତୁ।

Gade chapit la Kopi




ମାର୍କ 10:13
7 Referans Kwoze  

ଏଥିରେ ଅନେକେ ତାହାକୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ।


ଯୋହନ ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭମାନଙ୍କ ଦଳରେ ନ ଥିବା ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ଦଳରେ ନ ଥିବାରୁ ତାହାକୁ ମନା କଲୁ।


ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ।


Swiv nou:

Piblisite


Piblisite