Biblia Todo Logo
Bib sou entènèt

- Piblisite -




ମାର୍କ 10:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହିସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି।

Gade chapit la Kopi

ଓଡିଆ ବାଇବେଲ

20 ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଲୋକଟି କହିଲା, “ପ୍ରଭୁ! ମୋ’ ବାଲ୍ୟକାଳରୁ ଏସବୁ ଆଜ୍ଞା ପାଳନ କରି ଆସିଛି।”

Gade chapit la Kopi

ପବିତ୍ର ବାଇବଲ

20 ସେହି ଲୋକ ଯୀଶୁଙ୍କୁ କହିଲା, “ଗୁରୁ, ମୁଁ ମୋ’ ପିଲାଦିନୁ ଏହିସବୁ କଥା ମାନି ଚଳୁଛି।”

Gade chapit la Kopi




ମାର୍କ 10:20
11 Referans Kwoze  

ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ।


ଉଦ୍‌ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି।


ଆଉ, ମୁଁ ଏ କ ସମୟରେ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି, ମୁଁ ମୃତ ହେଲି;


ସେହି ଯୁବକ ତାହାଙ୍କୁ କହିଲେ, ଏହି ସମସ୍ତ ମୁଁ ପାଳନ କରିଅଛି, ମୋହର ଆଉ କଅଣ ଉଣା ଅଛି?


କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ?


ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ?”


ଆହୁରି, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ ପଥିକମାନଙ୍କ ଦୃଷ୍ଟିରେ ଉତ୍ସନ୍ନ ସ୍ଥାନ ଓ ନିନ୍ଦାର ପାତ୍ର କରିବା।


ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।


ଯୀଶୁ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କୁ ସ୍ନେହ କଲେ ଓ କହିଲେ, “ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”


Swiv nou:

Piblisite


Piblisite