Biblia Todo Logo
Bib sou entènèt

- Piblisite -




ମାର୍କ 10:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ଯିବାର ସହଜ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଈଶ୍ଵରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ସୂଚୀର ଛିଦ୍ର ଦେଇ ଓଟର ଯିବା ସହଜ।

Gade chapit la Kopi

ଓଡିଆ ବାଇବେଲ

25 ଈଶ୍ୱରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ଯିବାର ସହଜ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଧନୀ ଲୋକର ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ଅପେକ୍ଷା ଓଟର ସୂଚୀରନ୍ଧ୍ର ବାଟେ ପ୍ରବେଶ କରିବା ଅଧିକ ସହଜ ହେବ।”

Gade chapit la Kopi

ପବିତ୍ର ବାଇବଲ

25 ଜଣେ ଧନୀ ଲୋକର ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ଅପେକ୍ଷା, ଗୋଟିଏ ଓଟ, ଗୋଟିଏ ଛୁଞ୍ଚି କଣାରେ ଗଳି ଯାଇ ପାରିବା ସହଜ।”

Gade chapit la Kopi




ମାର୍କ 10:25
7 Referans Kwoze  

କାରଣ ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।”


ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ।


କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?


ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ।


ଏଥିରେ ସେମାନେ ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହୋଇ ପରସ୍ପରକୁ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?


Swiv nou:

Piblisite


Piblisite