Biblia Todo Logo
Bib sou entènèt

- Piblisite -




ମାର୍କ 10:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଥିରେ ସେମାନେ ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହୋଇ ପରସ୍ପରକୁ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଏଥିରେ ସେମାନେ ଅତିଶୟ ଆଶ୍ଚର୍ଯ୍ୟାନ୍ଵିତ ହୋଇ ପରସ୍ପରକୁ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?

Gade chapit la Kopi

ଓଡିଆ ବାଇବେଲ

26 ଏଥିରେ ସେମାନେ ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହୋଇ ପରସ୍ପରକୁ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ଏ କଥାରେ ଶିଷ୍ୟମାନେ ଅତ୍ୟନ୍ତ ବିସ୍ମିତ ହୋଇ ପରସ୍ପରକୁ ପଚାରିଲେ, “ତାହାହେଲେ କିଏ ପରିତ୍ରାଣ ପାଇ ପାରିବ?”

Gade chapit la Kopi

ପବିତ୍ର ବାଇବଲ

26 ସେମାନେ ଆହୁରି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ପରସ୍ପର କୁହାକୁହି ହେଲେ, “ତେବେ କିଏ ଉଦ୍ଧାର ପାଇ ପାରିବ?”

Gade chapit la Kopi




ମାର୍କ 10:26
9 Referans Kwoze  

ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ।


ସେମାନେ କି ଖ୍ରୀଷ୍ଟଙ୍କ ସେବକ? (ମୁଁ ପାଗଳ ପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;


ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି।


ପୁଣି, ସେ ସେମାନଙ୍କ ନିକଟକୁ ଯାଇ ନୌକାରେ ଚଢ଼ିଲେ, ଆଉ ପବନ ବନ୍ଦ ହେଲା। ସେଥିରେ ସେମାନେ ମନେ ମନେ ଅତ୍ୟନ୍ତ ଆଚମ୍ଭିତ ହେଲେ,


ଯେଉଁମାନେ ଏହା ଶୁଣିଲେ, ସେମାନେ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?


ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କଅଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ,


ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ଯିବାର ସହଜ।”


ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ବରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ବରଙ୍କ ନିମନ୍ତେ ସମସ୍ତ ସାଧ୍ୟ।”


Swiv nou:

Piblisite


Piblisite