ମାର୍କ 10:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପିତର ତାହାଙ୍କୁ କହିବାକୁ ଲାଗିଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)28 ପିତର ତାହାଙ୍କୁ କହିବାକୁ ଲାଗିଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ। Gade chapit laଓଡିଆ ବାଇବେଲ28 ପିତର ତାହାଙ୍କୁ କହିବାକୁ ଲାଗିଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ । Gade chapit laପବିତ୍ର ବାଇବଲ (CL) NT (BSI)28 ଏ କଥା ଶୁଣି ପିତର କହିଲେ, “ଦେଖନ୍ତୁ, ଆମେ ସବୁ ଛାଡ଼ି ଆପଣଙ୍କ ପଛେ ପଛେ ଆସିଛୁ।” Gade chapit laପବିତ୍ର ବାଇବଲ28 ପିତର ଯୀଶୁଙ୍କୁ କହିଲେ, “ଆପଣଙ୍କୁ ଅନୁସରଣ କରିବା ପାଇଁ ଆମ୍ଭେମାନେ ସବୁକିଛି ତ୍ୟାଗ କରିଛୁ।” Gade chapit la |