ମାର୍କ 10:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)30 ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭ୍ରାତା, ଭଗ୍ନୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି ପରକାଳରେ ଅନ; ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ। Gade chapit laଓଡିଆ ବାଇବେଲ30 ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରିଲୋକ କେହି ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)30 ଏପରିକି ଗୃହ, ଭ୍ରାତା, ଭଗିନୀ, ମାତା, ସନ୍ତାନସନ୍ତତି, ଜମି ବାଡ଼ିର ଶହେଗୁଣ ପାଇବା ସହିତ ନିର୍ଯ୍ୟାତନା ମଧ୍ୟ ଭୋଗିବ; କିନ୍ତୁ ସେ ପରକାଳରେ ଅନନ୍ତ ଜୀବନ ଲାଭ କରିବ। Gade chapit laପବିତ୍ର ବାଇବଲ30 ସେ ନିଶ୍ଚୟ ଆପଣାର ସେହି ଛାଡ଼ିଥିବା ବସ୍ତୁଠାରୁ ଶହେ ଗୁଣ ଅଧିକ ଇହକାଳରେ ପାଇ ପାରିବ। ସେ ଅଧିକ ଘରଦ୍ୱାର, ଭାଇ ଭଉଣୀ, ମା, ପିଲା ପିଲି, ଓ ଜମି ବାଡ଼ି ପାଇବ ଏବଂ ନିର୍ଯ୍ୟାତନା ସହିତ ସେ ଏହିସବୁ ଜିନିଷ ପାଇବ କିନ୍ତୁ ପରକାଳରେ ସେ ଅନନ୍ତ ଜୀବନ ଲାଭ କରିବ। Gade chapit la |