ମାର୍କ 10:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)35 ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ। Gade chapit laଓଡିଆ ବାଇବେଲ35 ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ । Gade chapit laପବିତ୍ର ବାଇବଲ (CL) NT (BSI)35 ଦିନେ ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ ଯୀଶୁଙ୍କୁ କହିଲେ, “ଗୁରୁ, ଆପଣ ଆମ ପାଇଁ କିଛି କରନ୍ତୁ, ଏହା ଆମେ ଚାହୁଁଛୁ।” Gade chapit laପବିତ୍ର ବାଇବଲ35 ଜେବଦୀଙ୍କ ପୁତ୍ର ଯାକୁବ ଓ ଯୋହନ ଯୀଶୁଙ୍କ ପାଖକୁ ଆସି କହିଲେ, “ହେ ଗୁରୁ, ତୁମ୍ଭେ ଆମ୍ଭ ପାଇଁ କିଛି କର ବୋଲି ଆମ୍ଭେ ଗ୍ଭହୁଁଛୁ।” Gade chapit la |