Biblia Todo Logo
Bib sou entènèt

- Piblisite -




ମାର୍କ 10:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଅନ୍ୟ ଦଶ ଜଣ ଏହା ଶୁଣି ଯାକୁବ ଓ ଯୋହନଙ୍କ ଉପରେ ବିରକ୍ତ ହେବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଅନ୍ୟ ଦଶଜଣ ଏହା ଶୁଣି ଯାକୁବ ଓ ଯୋହନଙ୍କ ଉପରେ ବିରକ୍ତ ହେବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

41 ଅନ୍ୟ ଦଶ ଜଣ ଏହା ଶୁଣି ଯାକୁବ ଓ ଯୋହନଙ୍କ ଉପରେ ବିରକ୍ତ ହେବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 ଏସବୁ କଥା ଶୁଣି ଅନ୍ୟ ଦଶ ଜଣ ଶିଷ୍ୟ ଯାକୁବ ଓ ଯୋହନଙ୍କ ଉପରେ ବିରକ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ

41 ଅନ୍ୟ ଦଶ ଜଣ ପ୍ରେରିତ ଏହା ଶୁଣିଲେ। ସେମାନେ ଯାକୁବ ଓ ଯୋହନଙ୍କ ଉପରେ ରାଗିଗଲେ।

Gade chapit la Kopi




ମାର୍କ 10:41
9 Referans Kwoze  

ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;


ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;


ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।


ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି?


ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା।


ଅନ୍ୟ ଦଶ ଜଣ ଶିଷ୍ୟ ଏହା ଶୁଣି ସେହି ଦୁଇ ଭାଇଙ୍କ ଉପରେ ବିରକ୍ତ ହେଲେ।


ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଯେଉଁମାନେ ଅଣଯିହୁଦୀମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ଅଣଯିହୁଦୀମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ।


ସେଥିରେ ସେ ସେମାନଙ୍କୁ କହିଲେ, “ଅଣଯିହୁଦୀମାନଙ୍କ ରାଜାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି, ଆଉ ଯେଉଁମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ସେମାନେ ଲୋକ-ସେବକ ବୋଲି ଖ୍ୟାତ ହୁଅନ୍ତି।


Swiv nou:

Piblisite


Piblisite