Biblia Todo Logo
Bib sou entènèt

- Piblisite -




ମାର୍କ 10:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ।। ମୁକ୍ତିର ମୂଲ୍ୟ ସ୍ଵରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

45 କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାଁନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

45 ମନୁଷ୍ୟପୁତ୍ର ସୁଦ୍ଧା ସେବା ପାଇବାକୁ ଆସି ନାହାନ୍ତି, କିନ୍ତୁ ସେବା କରିବାକୁ ଏବଂ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପ ନିଜର ଜୀବନ ଉତ୍ସର୍ଗ କରିବାକୁ ଆସିଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

45 ସେହିଭଳି ମନୁଷ୍ୟପୁତ୍ର ଅନ୍ୟଠାରୁ ସେବା ପାଇବା ପାଇଁ ଆସି ନାହାନ୍ତି, ବରଂ ସେ ସେବା କରିବା ପାଇଁ ଆସିଛନ୍ତି। ସେ ବହୁତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ନିଜର ଜୀବନ ଦେବା ପାଇଁ ଆସିଛନ୍ତି।”

Gade chapit la Kopi




ମାର୍କ 10:45
16 Referans Kwoze  

ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ।


ସେହିପରି ମୁଁ ମୋʼ ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋʼ ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋହର ପ୍ରାଣ ଦିଏ।


ପୁତ୍ର ହେଲେ ହେଁ ଦୁଃଖଭୋଗ ଦ୍ୱାରା ଈଶ୍ବରଙ୍କଠାରେ ଆଜ୍ଞାବହତା ଶିଖିଲେ,


ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।


ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନା ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଲାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।


ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅବ୍ରହାମଙ୍କର ଆଶୀର୍ବାଦ ଯେପରି ଅଣଯିହୁଦୀମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,


ଆଜ୍ଞାଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍‍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ମହାପବିତ୍ର ସ୍ଥାନକୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।


ପୁଣି, ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ।


Swiv nou:

Piblisite


Piblisite