Biblia Todo Logo
Bib sou entènèt

- Piblisite -




ମାର୍କ 10:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ୱରେ ବସିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ଵରେ ବସିଥିଲା।

Gade chapit la Kopi

ଓଡିଆ ବାଇବେଲ

46 ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ୱରେ ବସିଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

46 ଯୀଶୁ ଆଉ ତାଙ୍କ ଶିଷ୍ୟମାନେ ଯିରିହୋକୁ ଆସିଲେ। ସେମାନେ ସେହି ସହର ଛାଡ଼ି ଯିବାବେଳେ ଅନେକ ଲୋକ ତାଙ୍କ ପଛେ ପଛେ ଗଲେ। ଟିମୟର ପୁତ୍ର ବାର୍ଟିମୟ ନାମକ ଗୋଟିଏ ଅନ୍ଧ ଭିକାରୀ ରାସ୍ତା କଡ଼ରେ ବସିଥିଲା।

Gade chapit la Kopi

ପବିତ୍ର ବାଇବଲ

46 ତା'ପରେ ସେମାନେ ଯିରୀହୋକୁ ଆସିଲେ। ଯୀଶୁ ତାହାଙ୍କ ଶିଷ୍ୟ ଓ ଅନେକ ଲୋକଙ୍କ ସହିତ ସେହି ସହର ଛାଡ଼ିଯିବା ସମୟରେ ଟୀମାୟର ପୁଅ ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକାରୀ ରାସ୍ତା କଡ଼ରେ ବସିଥିଲା। ସେ ସଦାବାଳେ ଲୋକଙ୍କୁ ଭିକ ମାଗୁଥିଲା।

Gade chapit la Kopi




ମାର୍କ 10:46
9 Referans Kwoze  

ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା।


ତେଣୁ ପ୍ରତିବାସୀମାନେ, ପୁଣି, ଯେଉଁମାନେ ତାହାକୁ ପୂର୍ବେ ଜଣେ ଭିକାରୀ ବୋଲି ଦେଖିଥିଲେ, ସେମାନେ ପଚାରିଲେ, ଯେ ବସି ଭିକ ମାଗୁଥିଲା, ଏ କଅଣ ସେହି ନୁହେଁ?


କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।


କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା,


ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ।


ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ।


Swiv nou:

Piblisite


Piblisite