Biblia Todo Logo
Bib sou entènèt

- Piblisite -




ମାର୍କ 10:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କୁ ପରିତ୍ୟାଗ କରିବ, ଆଉ ସେ ଦୁହେଁ ଏକାଙ୍ଗ ହେବେ।

Gade chapit la Kopi

ଓଡିଆ ବାଇବେଲ

7 ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ସେଥିପାଇଁ ପୁରୁଷ ପିତାମାତାଙ୍କୁ ଛାଡ଼ି ତା’ର ସ୍ତ୍ରୀ ସହିତ ସଂଯୁକ୍ତ ହେବ ଏବଂ

Gade chapit la Kopi

ପବିତ୍ର ବାଇବଲ

7 “ଏଣୁ ଜଣେ ପୁରୁଷ ନିଜ ବାପା-ମାଙ୍କୁ ଛାଡ଼ି ନିଜ ସ୍ତ୍ରୀ ସହିତ ମିଳିତ ହେବ

Gade chapit la Kopi




ମାର୍କ 10:7
3 Referans Kwoze  

ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।


ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ।


Swiv nou:

Piblisite


Piblisite