Biblia Todo Logo
Bib sou entènèt

- Piblisite -




ମାର୍କ 11:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେଥିରେ ଯୀଶୁ ତାହାକୁ କହିଲେ, “ଆଉ କଦାପି କେହି ତୋʼଠାରୁ ଫଳ ନ ଖାଉ।” ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେଥିରେ ଯୀଶୁ ତାହାକୁ କହିଲେ, ଆଉ କେବେ ହେଁ କେହି ତୋʼଠାରୁ ଫଳ ନ ଖାଉ। ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ।

Gade chapit la Kopi

ଓଡିଆ ବାଇବେଲ

14 ସେଥିରେ ଯୀଶୁ ତାହାକୁ କହିଲେ, ଆଉ କଦାପି କେହି ତୋଠାରୁ ଫଳ ନ ଖାଉ । ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଯୀଶୁ ସେହି ଗଛକୁ ଚାହିଁ କହିଲେ, “ତୋ’ଠାରୁ ଆଉ କେହି କେବେ ଫଳ ଖାଇବାକୁ ପାଇବେ ନାହିଁ।” ଶିଷ୍ୟମାନେ ଏହା ଶୁଣିଲେ।

Gade chapit la Kopi

ପବିତ୍ର ବାଇବଲ

14 ତେଣୁ ଯୀଶୁ ଗଛଟିକୁ କହିଲେ, “ଲୋକେ ତୁମ୍ଭର ଫଳ ଆଉ ଏଣିକି କେବେ ହେଲେ ଖାଇବେ ନାହିଁ।” ଶିଷ୍ୟମାନେ ଯୀଶୁଙ୍କର ଏହି କଥା ଶୁଣିଲେ।

Gade chapit la Kopi




ମାର୍କ 11:14
15 Referans Kwoze  

ଆଉ ବାଟ ପାଖରେ ଗୋଟିଏ ଡିମ୍ବିରିବୃକ୍ଷ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, “ଆଉ କଦାପି ତୋʼଠାରେ ଫଳ ନ ହେଉ।” ସେଥିରେ ସେହିକ୍ଷଣି ସେହି ଡିମ୍ବିରିବୃକ୍ଷ ଶୁଖିଗଲା।


କେହି ଯେବେ ମୋʼ ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ।


ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ।


ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।


ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି, ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର ସେ ଆହୁରି ପବିତ୍ର ହେଉ।


ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ।”


ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ୱାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।


“ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ।


ଆଉ ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମ୍ବିରିବୃକ୍ଷ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ। କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମ୍ବିରିଫଳର ସମୟ ନ ଥିଲା।


ତାହା ପରେ ସେମାନେ ଯିରୂଶାଲମ ସହରକୁ ଆସିଲେ, ଆଉ ଯୀଶୁ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କ୍ରୟବିକ୍ରୟ କରୁଥିବା ଲୋକମାନଙ୍କୁ ବାହାର କରିଦେବାକୁ ଲାଗିଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ,


Swiv nou:

Piblisite


Piblisite